ରାଜ୍ୟର ୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର ନିଯୁକ୍ତି

ଭୁବନେଶ୍ୱର() ରାଜ୍ୟର ୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର ନିଯୁକ୍ତି ପାଇଛନ୍ତି । କୃଷି ବିଭାଗ ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ନିଯୁକ୍ତ ହୋଇଥିବା ନୋଡ଼ାଲ ଅଫିସର ତଦାରଖ କରିବେ । ସମସ୍ୟା ସମାଧାନ ସହ ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ । ଏହାସହ କୃଷି ସରଞ୍ଜାମ ମରାମତି ଦୋକାନ ଖୋଲା ରହିବ । ସାର ଓ ପରିବହନ ଦୋକାନ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୃଷି ବିଭାଗ ପକ୍ଷରୁ ସମୀକ୍ଷା କରିବା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen − three =