ପଙ୍ଗପାଳ ମୁକାବିଲା ପାଇଁ କେମିକାଲ ସ୍ପ୍ରେ ବ୍ୟବସ୍ଥା

ସେ କହିଛନ୍ତି ଯେ, ପଙ୍ଗପାଳ ଏବେ ମଧ୍ୟପ୍ରଦେଶ-ଛତିଶଗଡ଼ ସୀମାରେ ଅଛନ୍ତି ।  ଆମେ କେମିକାଲ ସ୍ପ୍ରେ ପାଇଁ ବ୍ୟବସ୍ଥା କରିଛୁ ।  ଅଗ୍ନିଶମ ବିଭାଗ ଠାରୁ ବଡ଼ ସ୍ପେୟାର ପାଇଁ ବନେ୍ଦାବସ୍ତ କରାଯାଇଛି ।  ପ୍ରତି ଜିଲ୍ଲାରେ ଓ ଭୁବନେଶ୍ୱରରେ କଣ୍ଟ୍ରୋଲ ରୁମ ଖୋଲାଯାଇଛି ।  ରାଜ୍ୟକୁ ୩ଟି ଜୋନରେ ବିଭାଗ କରାଯାଇ ଏଥିପ୍ରତି ଦୃଷ୍ଟି ରଖାଯାଇଥିବା  କୃଷିମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

one × 1 =