ମନ୍ତ୍ରୀ ଅରୁଣ ସାହୁଙ୍କୁ କରୋନା

ଭୁବନେଶ୍ୱର()ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତ ।

Share

Leave a Reply

Your email address will not be published. Required fields are marked *

eighteen + 14 =