ଚଳିତ ମାସ ୨୩ରୁ ବିଧାନସଭା

ଭୁବନେଶ୍ୱର() ଚଳିତ ମାସ ୨୩ରୁ ଷୋଡ଼ଶ ବିଧାନସଭାର ୪ର୍ଥ ଅଧିବେଶନ ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି । ସୂଚନା ଅନୁଯାୟୀ ଏହି ଅଧିବେଶନ ୨୩ରୁ ଆରମ୍ଭ ହୋଇ ୩୦ ପର୍ଯ୍ୟନ୍ତ ଅର୍ଥାତ ୮ ଦିନ ଚାଲିବ । ଏଥିପାଇଁ ସଦସ୍ୟମାନଙ୍କଠାରୁ ଅଣତାରକା ପ୍ରଶ୍ନ ଲୋଡ଼ା ଯାଇଛି । କୋଭିଡ ଯୋଗୁଁ ଆସନ୍ତା ଅଧିବେଶନ କାଳରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ନ କରିବା ପାଇଁ ସରକାରଙ୍କ ପ୍ରସ୍ତାବ ରହିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

10 + 11 =