ପୁଣି ୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର() ଆଜି ବିଧାନସଭାର ଦ୍ୱିତିୟ ଦିନ । ଅଧିବେଶନ ଆରମ୍ଭ ହେଲା କ୍ଷଣି ଆଜି ଆରମ୍ଭ ହୋଇଯାଇଥିଲା ହଟ୍ଟଗୋଳ । ବାଚସ୍ପତିଙ୍କ ରୁଲିଂ ପ୍ରତ୍ୟାହାର ଦାବିରେ ଅଡି ବସିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ ।ଫଳରେ ଗୃହକୁ ସାଢେ ୧୧ଟା ଯାଏଁ ଗୃହକୁ ପ୍ରଥମେ ମୁଲତବୀ ରଖିଥିଲେ ବାଚସ୍ପତି । ପରେ ସାଢେ ୧୧ ଟା ପରେ ଗୃହ କାର‌୍ୟ୍ୟ ଆରମ୍ଭ ହେବା ପରେ ବି ବିରୋଧୀ ସଦସ୍ୟ ଜାରି ରଖିଥିଲେ ହଟ୍ଟଗୋଳ । ଫଳରେ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ।

Share

Leave a Reply

Your email address will not be published. Required fields are marked *

four − one =