ବିଧାୟକ ଅତନୁ ସବ୍ୟସାଚୀ ନାୟକ କରୋନାରେ ଆକ୍ରାନ୍ତ

ଭୁବନେଶ୍ବର() ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ କରୋନା କବଜାକୁ ଆସିବାରେ ଲାଗିଛନ୍ତି । ଏହାରି ମଧ୍ୟରେ ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏ ନେଇ ସେ ନିଜେ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ପକ୍ଷରୁ ହୋଇଥିବା କୋଭିଡ଼ ପରୀକ୍ଷାରେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । କୈ।ଣସି ଲକ୍ଷଣ କି ସମସ୍ୟା ନାହି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସିତ ହେଉଛି । ପ୍ରଭୁ ବଳଦେବଜୀଙ୍କ କୃପାରୁ ମୁ ଭଲ ଅଛି ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

nine − four =