ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର() ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାପୂର୍ବରୁ ମକର ସଂକ୍ରାନ୍ତି ପାଇଁ ବୁଧବାର ସମସ୍ତ ସରକାରୀ ଅଫିସ ଓ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । ମକର ସଂକ୍ରାନ୍ତିକୁ ଓଡିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

10 + 13 =