ସମାଧାନ ହେଲାନି ବଷା ଅନୁଭବଙ୍କ ବିବାଦ

କଟକ: ମୁହାଁମୁହିଁ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅନୁଭବ ମହାନ୍ତି । ପାରିବାରିକ ବିବାଦକୁ ନେଇ ଚାଲୁଥିବା ମାମଲାରେ ଉଭୟ ଆଜି ଫ୍ୟାମିଲି କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉପସ୍ଥିତ ହୋଇଥିଲେ । ତିନି ଘଣ୍ଟା ଧରି କାଉନସିଲରଙ୍କ ନିକଟରେ ହାଜର ହୋଇଥିଲେ ଉଭୟ । ପରେ ଅନୁଭବଙ୍କ ଓକିଲ ମଧସ୍ଥତା ବନ୍ଦ ପାଇଁ ଆବେଦନ କରିଥିଲେ । ମାମଲାରେ ବର୍ଷା ସହଯୋଗ କରୁନଥିବା ଅଭିଯୋଗ କରି ସେ ଏପରି ଆବେଦନ କରିଥିଲେ ।

Share

Leave a Reply

Your email address will not be published. Required fields are marked *

five × one =