ଆରପାରିରେ ବିଜୟ କୁମାର ପଟ୍ଟନାୟକ

ଭୁବନେଶ୍ୱର ()ସମ୍ବାଦ ଖବର କାଗଜର ପ୍ରକାଶକ  ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତରେ ଖବରକାଗଜ ଉଦ୍ୟୋଗରେ ଶୋକର ଛାୟା ଖେଳି ଯାଇଛି । ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ପାଖାପାଖି ମାସେ ହେଲା ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ସକାଳେ ହଠାତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

5 × 3 =