ବିଜେଡିରେ ୪୫ ସମ୍ପାଦକ ଓ ୪୧ ଯୁଗ୍ମ ସମ୍ପାଦକ

ଭୁବନେଶ୍ୱର() ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି । ୪୫ଜଣ ସମ୍ପାଦକ ଓ ୪୧ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି । ସମସ୍ତଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

8 − 5 =