ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି

ନୂଆଦିଲ୍ଲୀ() ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି । ହରିବଂଶଙ୍କୁ ସମର୍ଥନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ ନୀତୀଶ କୁମାର । ପୂର୍ବରୁ ଫୋନରେ ମଧ୍ୟ ସମର୍ଥନ କରିବାକୁ ନୀତୀଶ ଅନୁରୋଧ କରିଥିଲେ । ତେବେ ଜେଡିୟୁର ହରିବଂଶ ନାରାୟଣ ସିଂଙ୍କୁ ପ୍ରାର୍ଥୀ କରିଛି ଏନଡିଏ । ଅନ୍ୟପଟେ ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି ଆରଜେଡିର ସାଂସଦ ମନୋଜ ଝା ।

Share

Leave a Reply

Your email address will not be published. Required fields are marked *

3 + twelve =