ମାର୍ଚ୍ଚରେ ସରକାରୀ ବିଦ୍ୟାଳୟରେ ପହଞ୍ଚିବ ବହି: ମନ୍ତ୍ରୀ

ଭୁବନେଶ୍ୱର () ଆସନ୍ତା ଏପ୍ରିଲରୁ ୨୦୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପାଠ୍ୟପୁସ୍ତକ ପହଞ୍ଚିବ। ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ଯେପରି ବାଧାସୃଷ୍ଟି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଏପରିକି ମନ୍ତ୍ରୀ ପାଠ୍ୟପୁସ୍ତକ ନିର୍ଦ୍ଦେଶାଳୟରେ ପୁସ୍ତକ ବିତରଣର ଶୁଭାରମ୍ଭ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

19 + nine =