ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ବୌଦ୍ଧ ବନ୍ଦ ଡାକରା, କାରଣ ପଢନ୍ତୁ…

ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳୁ ସକାଳୁ ବିଜେପି କର୍ମୀମାନେ ପିକେଟିଂ କରି ଗାଡି ଚଲାଚଳ ଓ ଦୋକାନ ବଜାର ବନ୍ଦ କରିଛନ୍ତି। ଜିଲ୍ଲା ଭିତ୍ତିକ ଷ୍ଟାଫ୍ ନର୍ସ ପଦବୀ ନିଯୁକ୍ତି, ଜିଲ୍ଲାରେ ଧାନ ମଣ୍ଡି ବନ୍ଦ କରାଯିବାକୁ ବିରୋଧ, ଖୋର୍ଦ୍ଦା-ବଲାଙ୍ଗିର ରେଳ ପ୍ରକଳ୍ପର ନିର୍ମାଣ କାର୍ୟ୍ୟ ତ୍ୱରାନ୍ଵିତ କରିବା ସହ ଜିଲ୍ଲାରେ ଆରଆଇ ଓ ଅମିନ ନିଯୁକ୍ତିରେ ହୋଇଥିବା ଦୁର୍ନିିତୀର ତଦନ୍ତ କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ଦାବି କରିଛି।

Share

Leave a Reply

Your email address will not be published. Required fields are marked *

eighteen − six =