ବୁର୍ଲା ମେଡିକାଲରେ ଅଗ୍ନିକାଣ୍ଡ

ସମ୍ବଲପୁର ବୁର୍ଲା ମେଡିକାଲରେ ଅଗ୍ନିକାଣ୍ଡ । ହେଲେ ଅଘଟଣ ଘଟାଇବା ଆଗରୁ ନିଆଁକୁ ଆୟତ କରିଥିଲା ଅଗ୍ନିଶମ ବିଭାଗ । ଏପରି ଅଗ୍ନିକାଣ୍ଡ ପରେ ଡାକ୍ତରଖାନାରେ ଥିବା ରୋଗୀଙ୍କ ମଧ୍ୟରେ ଭୟ ଖେଳିଯାଇଛି । କିପରି ସ୍ଥିତିରେ ନିଆଁ ଲାଗିଲା ଏହାର କାରଣ ଅସ୍ପଷ୍ଟ ରହିଛି ।

ମେଡିକାଲ ସାଇନସେସ ଆଣ୍ଡ ରିସର୍ଚ୍ଚ ପରିସରରେ ଥିବା ବ୍ୟାଟେରି ରୁମରେ ହଠାତ୍ ଧୂଆଁ ଦେଖିବାକୁ ପାଇଥିଲେ। ତାପରେ ରୋଗୀ ଏବଂ ସଂପର୍କୀୟମାନେ ଆତଙ୍କିତ ହୋଇପଡ଼ିଥିଲେ।ସଙ୍ଗେସଙ୍ଗେ ରୋଗୀମାନଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା ଏବଂ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା।

Share

Leave a Reply

Your email address will not be published. Required fields are marked *

18 − 10 =