୫୦% ଯାତ୍ରୀଙ୍କୁ ନେଇ ବସ୍ ଚଳାଇବା ସମ୍ଭବ ନୁହେଁ

ଭୁବନେଶ୍ୱର() ରାଜ୍ୟରେ ଗ୍ରୀନ୍ ଜୋନରେ ହେବନି ବସ୍ ଚଳାଚଳ । ଏନେଇ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତିରେ ସରକାରଙ୍କ ଗାଇଡ୍ ଲାଇନ୍ ଅନୁସାରେ ବସ୍ ଚାଲାଇବା ସମ୍ଭବପର ନୁହେଁ । ୫୦% ଯାତ୍ରୀଙ୍କୁ ନେଇ ବସ୍ ଚଳାଇବା ସମ୍ଭବ ନୁହେଁ । ଏନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ ।’

Share

Leave a Reply

Your email address will not be published. Required fields are marked *

18 + nine =