ଛଟ୍ ପର୍ବ ପାଇଁ ଗାଇଡଲାଇନ ଜାରି କଲା ସିଏମସି

କଟକ: ବିହାର ଲୋକଙ୍କ ପ୍ରସିଦ୍ଧ ପର୍ବ ଛଟ୍ ପାଇଁ ଗାଇଡଲାଇନ ଜାରି କରିଛି କଟକ ମହାନଗର ନିଗମ । କୋଭିଡ ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ଛଟ୍ ପୂଜା ପାଇଁ କଟକଣା ଜାରି କରାଯାଇଛି । ପୂଜା ବେଳେ ନଦୀ ଶଯ୍ୟାରେ ଏକାଠି ନ ହେବାକୁ ବାରଣ କରିଛି ସିଏମସି । ଛଟ୍ ପୂଜା ପାଇଁ କଟକର ବିଭିନ୍ନ ନଦୀଶଯ୍ୟାରେ ଶତାଧିକ ଲୋକ ଏକାଠି ହୋଇ ସୂର୍ଯ୍ୟଦେବଙ୍କୁ ଅର୍ଘ୍ୟ ପ୍ରଦାନ କରିଥାଆନ୍ତି ।

Share

Leave a Reply

Your email address will not be published. Required fields are marked *

fifteen − 7 =