ଗଜପତିଙ୍କ ‘ମାଜେଷ୍ଟିକ ମାରା’ପୁସ୍ତକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଗଜପତି ମହାରାଜ ଦିବ୍ୟ ସିଂ ଦେବଙ୍କ ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନିୟାର ମଶାଇ ମାରା ଅଭୟାରଣ୍ୟର ଭ୍ରମଣ ଅନୁଭୂତିକୁ ନେଇ ପୁସ୍ତକ ଲେଖିଛନ୍ତି ଗଜପତି ଦିବ୍ୟସିଂ ଦେବ ।

ଗଜପତିଙ୍କ ଏହି ପୁସ୍ତକର ନାଁ ରହିଛି ‘ମାଜେଷ୍ଟିକ ମାରା’ ।ମୁଖ୍ୟମନ୍ତ୍ରୀ ଏହି ପୁସ୍ତକ ଉନ୍ମୋଚନ କରିବା ବେଳେ କେନିୟାର ଓଡ଼ିଆ ସାଂସଦ ସ୍ୱରୂପ ମିଶ୍ର ଓ ଭାରତରେ କେନିୟାର ରାଷ୍ଟ୍ରଦୂତ ୱିଲି ବେଟ୍ ମଧ୍ୟ ଉପସ୍ଥିତ ରହିଥିଲେ ।

Share

Leave a Reply

Your email address will not be published. Required fields are marked *

five × three =