ଉତ୍କଳ ଦିବସର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟତଃ ନବୀନ ପଟ୍ଟନାୟକ । ଏଥିସହ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

six − five =