ପର୍ଯ୍ୟଟନ ବସ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଦାରିଙ୍ଗବାଡି କଳିଙ୍ଗା ଘାଟି ନିକଟରେ ପର୍ଯ୍ୟଟକ ବସ୍ ଦୁର୍ଘଟଣା ନେଇ ଦୁଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନେକଙ୍କ ପ୍ରାଣହାନି ହୋଇଥିବା ଖବର ବିଷୟରେ ଜାଣି ସେ ଦୁଃଖିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

5 × 4 =