ଆନ୍ତର୍ଜାତିକ ଅଲିମ୍ପିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ହେଉଛି ଆନ୍ତର୍ଜାତିକ ଅଲିମ୍ପିକ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଲିମ୍ପିକ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶ ପାଇଁ ସଫଳତା ଆଣିଥିବା କ୍ରୀଡାବିତଙ୍କୁ ସ୍ମରଣ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କ୍ରୀଡାବିତଙ୍କ ପାଇଁ ବିଶ୍ୱସ୍ତରୀୟ ଭିତ୍ତିଭୂମି ବ୍ୟବସ୍ଥା କରିବା ସହ ସ୍ପୋର୍ଟସ ଇକୋସିଷ୍ଟମ ସୃଷ୍ଟି ଲାଗି ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

three × 5 =