ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସ୍ୱାର୍ଥ ସମ୍ବଳିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ।

ଅପରାହ୍ନ ୪ଟାରୁ ୪ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ । ସେହିଭଳି ଆସନ୍ତାକାଲି ବିଭିନ୍ନ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଜୁନ ୧ ତାରିଖ ସାଢ଼େ ଗୋଟାଏରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।

Share

Leave a Reply

Your email address will not be published. Required fields are marked *

two × five =