୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯିବେ ପଦ୍ମପୁର

ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସମ୍ମିଳନୀ ଆୟୋଜିତ ହେବ । ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ ବୋଲି ସୂଚନା ମିଳିଛି । ପଦ୍ମପୁର ଉପନିର୍ବାଚନ ବେଳେ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ଦିଗରେ ପଦକ୍ଷେପ ନିଆଯିବ । ବିଶେଷ କରି ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରକ୍ରିୟା ଆରମ୍ଭ ହେବା ସହିତ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ବଡ଼ ଯୋଜନା ଆସିପାରେ ବୋଲି ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

nineteen − five =