ଆସାମ ରାଇଫଲସ ଗାଡି ଉପରେ ଆକ୍ରମଣକୁ ଦୃଢ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମଣିପୁରରେ ଆସାମ ରାଇଫଲ୍ସ ଗାଡି ଉପରେ ଆତଙ୍କବାଦୀଙ୍କ ଭୀରୁତାପୂର୍ଣ୍ଣ ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକ୍ରମଣରେ ସହିଦ ହୋଇଥିବା ଅଫିସର ଓ ଯବାନଙ୍କ ପରିବାରବର୍ଗଙ୍କ ପ୍ରତି ସମେବଦନା ପ୍ରକାଶ କରିବା ସହ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

fifteen − one =