କରୋନା ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ନବୀନଙ୍କ ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆମେ ସତର୍କ ଓ ସଚେତନ ହେଲେ ହିଁ କରୋନା ସଂକ୍ରମଣକୁ ପ୍ରତିରୋଧ କରିପାରିବା । ଆମର ସାମାନ୍ୟ ଅସାବଧାନତା ବଡ଼ ବିପଦର କାରଣ ସାଜିପାରେ । କୋଭିଡ୍ ନିୟମର କଡ଼ା ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ନିୟମିତ ମାସ୍କ ପିନ୍ଧିବା, ନିଜକୁ ତଥା ସମଗ୍ର ସମାଜକୁ ସୁରକ୍ଷିତ ରଖିବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Share

Leave a Reply

Your email address will not be published. Required fields are marked *

seven − three =