ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଖବର ପାଇବା ପରେ ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟର ଆକାଉଣ୍ଟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି ଲେଖିଛନ୍ତି କି, ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଙ୍ଗ଼ିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

Share

Leave a Reply

Your email address will not be published. Required fields are marked *

nine − 2 =