ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ । |କରୋନାରେ ପୀଡ଼ିତ ଅଜିତ ଆପୋଲୋ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି| ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅଜିତ ମଙ୍ଗରାଜଙ୍କ ଭାଇଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି | ଏହାସହ ଅଜିତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ଗତ କିଛିଦିନ ପୂର୍ବରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ୍ । ସେ ଶ୍ୱାସ ନେବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen − fifteen =