କରୋନାରେ ଆଉ ୧୧ ଜଣଙ୍କ ଦେହାନ୍ତ

ଭୁବନେଶ୍ବର() ଆଜି ରାଜ୍ୟରେ ୪୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର, ବାଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଖୋର୍ଦ୍ଧା, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

5 × 3 =