କରୋନାରେ ଆଉ ୧୭ ମୃତ

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

5 × four =