ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ କରୋନା

ଭୁବନେଶ୍ୱର() ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ କରୋନା । ରାଜ୍ୟପାଳଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଜ୍ୟପାଳଙ୍କ ପତ୍ନୀଙ୍କୁ ମଧ୍ୟ କରୋନା ସଂକ୍ରମଣ ହୋଇଥିବା ଜଣାପଡିଛି । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ଏହା ସହିତ ରାଜଭବନର ୬ କର୍ମଚାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ସମସ୍ତଙ୍କୁ ଘରୋଇ କୋଭିଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

5 × three =