ଆଉ ୯ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ବର() ଆଜି ୧୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କନ୍ଧମାଳ, ସମ୍ବଲପୁର, କଟକ, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

1 + 1 =