ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ଼, ନବରଙ୍ଗପୁରଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ହୋଇଛି।

Share

Leave a Reply

Your email address will not be published. Required fields are marked *

three × 1 =