ଭୁବନେଶ୍ୱରରୁ  ୫୯ କରୋନା ପଜିଟିଭ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ  ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୦୫ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୮୯୬ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୮୯୬ ପଜିଟିଭ ମଧ୍ୟରୁ ୧୮୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୯୨୮ ଜଣ ସୁସ୍ଥ ଓ ୭୬୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

1 × five =