କରୋନାରେ ଆଉ ୧୪ ମୃତ

ଭୁବନେଶ୍ୱର() ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ , ବରଗଡ଼, ବାଲେଶ୍ୱର, କଟକ, କଳାହାଣ୍ଡି, କେନ୍ଦ୍ରାପଡା, ମୟୁରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

3 − 1 =