କରୋନାରେ ଆଉ ୧୭ ମୃତ

ଭୁବନେଶ୍ବର()  ଆଜି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୪, ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨, ଢେଙ୍କାନାଳ, କଳାହାଣ୍ଡି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

18 − 2 =