ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନାରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି । ଏହାସହ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଆଉ ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା ୨୪ଜଣ କରୋନା ଆକ୍ରାନ୍ତ ଥିବା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ବତ୍ତର୍ମାନ ୩୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

one × one =