କଟକରୁ ୮୭ କରୋନା ପଜିଟିଭ

କଟକ() ଆଜି କଟକରୁ  ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କଟକ ସହରରେ ୧୦୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୫୮୦ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

18 + 4 =