କରୋନାରେ ଆଉ ୯ ମୃତ, ଗଞ୍ଜାମରୁ ୬

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଘାତକ କରୋନା ୯ଜଣ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ ହୋଇଥିବା ବେଳେ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

eighteen − 18 =