ରାଜଧାନୀରୁ ଆଜି ଆଉ ୨୨୦ କରୋନା ପଜିଟିଭ

ଭୁବନେଶ୍ବର() ଭୁବନେଶ୍ୱରରୁ ଆଜି ୨୨୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୨୩ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬୯୦ଜଣ ସୁସ୍ଥ ହୋଇଛନ୍ତି ଓ ୨୮ଜଣଙ୍କର ମୃତ୍ୟୁ ଘଟିଛି । ଏବେ ବି ୧୯୮୩ଜଣ ଚିକିତ୍ସାଧୀନ ଅବସ୍ତାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

two × one =