କରୋନାରେ ଆଉ ୭ ମୃତ

ଭୁବନେଶ୍ବର() ଆଜି ରାଜ୍ୟରେ ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

twenty − 2 =