କରୋନା ନେଲା ଆଉ ୧୧ ଜୀବନ

ଭୁବନେଶ୍ୱର() ରାଜ୍ୟରେ ଆଜି ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ , ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

10 + twenty =