ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନଙ୍କୁ କରେନା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ପାଇଁ ଓ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

four × one =