୩୦ଟି ଜିଲ୍ଲାରୁ ୩୯୯୧ ପଜିଟିଭ, ଖୋର୍ଦ୍ଧାରୁ ୬୮୭

ଭୁବନେଶ୍ୱର()ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୩୯୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୬୭୬ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୩୯ ହଜାର ୧୨୧ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୪ଜଣ, ବରଗଡ଼ ଜିଲ୍ଲାରୁ ୧୬୯ଜଣ, ଭଦ୍ରକ ଜିଲ୍ଲାରୁ ୮୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୦ଜଣ, ବୌଦ୍ଧ ଜିଲ୍ଲାରୁ ୪୧ଝଣ, କଟକ ଜିଲ୍ଲାରୁ ୩୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୧ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୯୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୯ଜଣ, ଯାଜପୁର ଜିଲ୍ଲାରୁ ୧୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୪ଜଣ, କନ୍ଧମାଳ ଜିଲ୍ଲାରୁ ୫୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୮୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୭ଜଣ, କୋରାପୁଟ ଜିଲ୍ଲାରୁ ୧୨୭ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୫ଜଣ, ନୟାଗଡ଼ ଜିଲ୍ଲାରୁ ୪୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୩୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୫୮ଜଣ, ସମ୍ବଲପୁର ଜିଲ୍ଲାରୁ୧୦୪ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୮ଜଣ, ଷ୍ଟେଟ ପୁଲ୍‌ରୁ ୧୧୪ଜଣ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

six + three =