ଢ଼େଙ୍କାନାଳ ବିଧାୟକଙ୍କୁ କରୋନା

ଢ଼େଙ୍କାନାଳ ବିଧାୟକ ସୁଧୀର ସାମଲଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ସଙ୍ଗରୋଧରେ ଅଛନ୍ତି ବୋଲି କହିଛନ୍ତି ।

ଗତ କିଛି ଦିନ ଭିତରେ ତାଙ୍କ ପିଏସଓଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ସୁଧୀର ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

two + 13 =