କରୋନାରେ ଆଉ ୯ ମୃତ

ଭୁବନେଶ୍ୱର() ରାଜ୍ୟରେ ଆଜି ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

one × 5 =