ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୩୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୯୩, ବାଲେଶ୍ୱରରୁ ୨୫୮, ବରଗଡ଼ରୁ ୩୫, ଭଦ୍ରକରୁ ୧୭୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୯, କଟକରୁ ୪୬୮, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫୮, ଗଜପତିରୁ ୧୨, ଗଞ୍ଜାମରୁ ୨୧, ଜଗତସିଂହପୁରରୁ ୧୩୫, ଯାଜପୁରରୁ ୨୧୦, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୨୧୯ ଓ କେନ୍ଦୁଝରରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୮୦, କୋରାପୁଟରୁ ୫୨, ମୟୂରଭଞ୍ଜ ୨୨୨, ନବରଙ୍ଗପୁର ୩୪, ନୟାଗଡ଼ ୧୩୫, ନୂଆପଡ଼ା ୮, ପୁରୀ ୧୯୩, ରାୟଗଡ଼ା ୫୯, ସମ୍ବଲପୁର ୨୮, ସୋନପୁର ୨୨, ସୁନ୍ଦରଗଡ଼ ୭୨ ଓ ଷ୍ଟେଟ ପୁଲ୍ରୁ ୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

20 − 13 =