ଓଡିଶାରେ ଆଉ ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଏହି ତିନି ନୂଆ ଆକ୍ରାନ୍ତ ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୨୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ କରୋନାରେ ୮୩ଜଣ ସକ୍ରିୟ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

5 × four =