ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨୮ରେ ପଂହଚିଛି । ଗତକାଲି ଏହି ସଂଖ୍ୟା ୧୨୫ ଥିଲା । ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।

ସବୁ ରୋଗୀ ଯାଜପୁର ଅଂଚଳର । ଏହା ସହ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପଂହଚିଛି ।

Share

Leave a Reply

Your email address will not be published. Required fields are marked *

six + seven =