ଆଉ ୮୬ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କ ରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି । ଏବେ ରାଜ୍ୟରେ ୭୮୯ ଆକ୍ଟିଭ୍ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

5 × 1 =