ଆଉ ୧୦୩ କରୋନା ପଜିଟିଭ

ଭୁବନେଶ୍ୱର()ରାଜ୍ୟରେ ଆଜି ଆଉ ୧୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି । ଏବେ ୮୮୧ ଜଣ ଚିକିିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୫୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏହା ସହ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

seventeen − 8 =