ଆଉ ୯୬ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର  କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୭୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୩୩ଜଣ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

2 × two =